ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଏଗ୍ରିମେଣ୍ଟ କରୁନଥିବା ମିଲରଙ୍କୁ ନାଲି ଆଖି ଦେଖାଇଲେ ରାଜସ୍ୱମନ୍ତ୍ରୀ
ଆଜି ଦିନିକିଆ ନବରଙ୍ଗପୁର ଗସ୍ତରେ ଯାଇଥିଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ମନ୍ତ୍ରୀ ନବରଙ୍ଗପୁରରେ ପହଞ୍ଚିବା ପରେ ଜିଲ୍ଲା ବିଜେପି ପକ୍ଷରୁ ଭବ୍ୟ ସ୍ୱାଗତ କରାଯାଇଥିଲା। ଏହା ପରେ ଶ୍ରୀ ପୂଜାରୀ ମାଆ ଭଣ୍ଡାରଘରଣୀଙ୍କ ପୀଠକୁ ଯାଇ ପୂଜାର୍ଚ୍ଚନା କରିଥିଲେ।
![Priyanka Priyanka](https://assets.odishareporter.in/uploadimage/library/16_9/16_9_3/Priyanka_1734437731.jpg)
Politics
ପାଲେଷ୍ଟାଇନ ପରେ ବାଂଲାଦେଶ ବ୍ୟାଗ ଧରି ସଂସଦରେ ପହଞ୍ଚିଲେ ପ୍ରିୟଙ୍କା
ଏହି ବ୍ୟାଗରେ ବାଂଲାଦେଶରେ ସଂଖ୍ୟାଲଘୁ ହିନ୍ଦୁଙ୍କ ବିରୋଧରେ ହେଉଥିବା ଅତ୍ୟାଚାର ବିରୋଧରେ ସ୍ଲୋଗାନ ରହିଛି।
Politics
ଜାନୁଆରୀରେ ଦୁଇ ଥର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ
ଜାନୁଆରୀ ୨୭ ଓ ୨୮ତାରିଖ ‘ଉତ୍କର୍ଷ ଓଡ଼ିଶା’ କନ୍କ୍ଲେଭ ଭୁବନେଶ୍ୱରରେ ଆୟୋଜିତ ହେବ। ସେଥିରେ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେବ।
![BJP BJP](https://assets.odishareporter.in/uploadimage/library/16_9/16_9_3/BJP_1734364644.jpg)
Politics
ବିଜେଡିରୁ ଚାଲିଛି ଇସ୍ତଫାର ସୁଅ, ବିଜେପିରେ ମିଶିଲେ ଜୟପୁର ବ୍ଲକ ଅଧ୍ୟକ୍ଷା
ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆଜି ଆୟୋଜିତ ଏକ ମିଶ୍ରଣ ପର୍ବରେ କୋରାପୁଟ, କଟକ ଓ ଯାଜପୁର ଜିଲ୍ଲାର ତୃଣମୂଳସ୍ତର ନେତାମାନେ ବିଜେଡି ଓ କଂଗ୍ରେସ ଛାଡ଼ି ବିଜେପିରେ ସାମିଲ ହୋଇଛନ୍ତି ।
Politics
ଡିଲ୍ ପଛରେ ଅଛି କି ଡିଲ୍, ବିଜୟ ପାଲଟିଲେ ବିଜେଡି ଅସନ୍ତୁଷ୍ଟଙ୍କ ସ୍ୱର?
ମହୋତ୍ସବରୁ ଫେରିବାର ପ୍ରାୟ ୩ଦିନ ପରେ ଗଣମାଧ୍ୟମକୁ ଡାକି କୁଟ୍ଟେ ଓ ଆଶୀଷ ସିଂ ଦିଲ୍ଲୀ ଯିବା ପଛରେ ଡିଲ୍ ହୋଇଥିବା ଅଭିଯୋଗ ଆଣିଛନ୍ତି । ଆଉ ମୁଖ୍ୟମନ୍ତ୍ରୀଙ୍କଠୁ ସ୍ପଷ୍ଟୀକରଣ ବି ମାଗିଛନ୍ତି ।