ବ୍ରହ୍ମପୁର: ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଭିଲୁପୁରମ-ଖଡ଼ଗପୁର ଏକ୍ସପ୍ରେସ ଟ୍ରେନ୍; ବ୍ରହ୍ମପୁର ଷ୍ଟେସନରେ ପହଞ୍ଚିବା ପୂର୍ବରୁ ଟ୍ରେନରୁ ଧୂଆଁ ବାହାରିଥିଲା, ଏସ୍-୩ ବଗି ବ୍ୟାଟେରୀ ବକ୍ସରୁ ଧୂଆଁ ବାହାରି ଥିଲା, ଷ୍ଟେସନରେ ପହଞ୍ଚିବା ପରେ ନିଆଁ ଲିଭା ଯାଇଥିଲା