ଭଦ୍ରକ ଧାମନଗର ତାଳସିଠା ଗାଁରେ ମହିଳାଙ୍କୁ ହତ୍ୟା ଘଟଣା: ମହିଳାଙ୍କୁ ଛେଚି ହତ୍ୟା ଘଟଣାରେ ସାମ୍ନାକୁ ଆସିଲା ନୂଆ ତଥ୍ୟ, ମୃତ ମହିଳାଙ୍କ ଝିଅଙ୍କୁ ଦୁଷ୍କର୍ମ ହୋଇଥିବା ଓଟିଭିକୁ ଭଦ୍ରକ ଏସ୍‌ପି ବାତୁଲା ଗଙ୍ଗାଧରଙ୍କ ସୂଚନା