ଭୁବନେଶ୍ୱର: ଭୁବନେଶ୍ୱର ଏୟାରପୋର୍ଟ ବାହାରୁ ୫ କିଲୋରୁ ଅଧିକ ସୁନା ଜବତ କଲା ରାଜସ୍ୱ ଗୁଇନ୍ଦା ନିର୍ଦ୍ଦେଶାଳୟ, ସୁନା ଚାଲାଣରେ ସଂପୃକ୍ତ ୩ ଅଟକ, କୁଆଲାଲମ୍ପୁରରୁ ବିମାନରେ ଆସୁଥିବା ବେଳେ ଧରାପଡିଲେ

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।