ନୂଆଦିଲ୍ଲୀ: ବିଜେଡି ସଂସଦୀୟ ଦଳ ବୈଠକ ଶେଷ; ବିରୋଧୀଙ୍କ ଅନାସ୍ଥା ପ୍ରସ୍ତାବ ଉପରେ ବୈଠକରେ ଆଲୋଚନା, ଆସନ୍ତାକାଲି ଗୃହରେ ନିଷ୍ପତ୍ତି ନିଆଯିବ ବୋଲି ଦଳ ପକ୍ଷରୁ ସୂଚନା,ସମସ୍ତ ଦଳୀୟ ସାଂସଦଙ୍କୁ ଉପସ୍ଥିତ ରହିବାକୁ ହ୍ୱିପ୍ ଜାରି

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।