ଦିଲ୍ଲୀରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଲେ- ଦାମ ବାବୁ ସବୁବେଳେ ଦାୟିତ୍ୱହୀନ ମନ୍ତବ୍ୟ ଦିଅନ୍ତି, ତାଙ୍କ ଅଭିଯୋଗ ସବୁବେଳେ ନିଷ୍ଫଳ ଓ ହାସ୍ୟାସ୍ପଦ, ସେ ନୂଆ ଦଳ ଗଢ଼ିଲେ କୌଣସି ପ୍ରଭାବ ପଡ଼ିବନି