ବିଜେପି ମହିଳା ମୋର୍ଚ୍ଚାର ରାଷ୍ଟ୍ରୀୟ ସାଧାରଣ ସମ୍ପାଦିକା ସରୋଜ ପାଣ୍ଡେଙ୍କ ନେତୃତ୍ୱରେ ୩ ଜଣିଆ ପ୍ରତିନିଧି ଦଳ ଆଜି ଦୁଇ ଦିନିଆ କୁନ୍ଦୁଲି ଗସ୍ତରେ ଯିବ