ପାଣ୍ଡିଆନଙ୍କ ଘରକୁ ବିଜେପି କର୍ମୀଙ୍କ ଗୋବର ମାଡ଼ ଘଟଣାକୁ ନିନ୍ଦା କରିବା ସହ ମୁଖ୍ୟମନ୍ତ୍ରୀଙ୍କୁ ବି ସମାଲୋଚନା କଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ: କହିଲେ- ୨୦୧୭ରେ ଏମିତି ୩ଟି ଘଟଣା ଘଟିଥିଲେ ବି ନବୀନ ଚୁପ୍ ଥିଲେ କାହିଁକି?