ନିର୍ଦ୍ଧାରିତ ସମୟର ଦିନକ ପୂର୍ବରୁ ଦିଲ୍ଲୀରୁ ଫେରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ: ମୋଦିଙ୍କୁ ଭେଟିବା ଓ NDA ରେ ମିଶିବା ନେଇ କହିଲେ- ଉଭୟ କଂଗ୍ରେସ ଓ ବିଜେପି ଠାରୁ ସମଦୂରତ୍ୱ ରକ୍ଷା କରୁଛୁ