ପ୍ରଧାନମନ୍ତ୍ରୀଙ୍କ କଟକ ଗସ୍ତ ପୂର୍ବରୁ ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ରଙ୍କ ସାମ୍ୱାଦିକ ସମ୍ମିଳନୀ: କହିଲେ, ୨୦୧୪ରେ ମୋଦି ଆସିବା ପୂର୍ବରୁ ଅବିଶ୍ୱାସର ବାତାବରଣ ଥିଲା, ୪ ବର୍ଷ ମଧ୍ୟରେ ଆମେ କୋଟି କୋଟି ଲୋକଙ୍କ ବିଶ୍ୱାସ ଜିତିଛୁ, ମୋଦିଙ୍କ ଦୃଢ଼ ଏବଂ ଦୂରଦର୍ଶୀ ନେତୃତ୍ୱ ଯୋଗୁଁ ଏହା ସମ୍ଭବ ହୋଇଛି

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।