ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ହାଇକୋର୍ଟରେ ପିଟିସନ୍ ଦାଖଲ କଲେ ବିଜେପି ଉପସଭାପତି ସମୀର ମହାନ୍ତି : ପିଟିସନ୍‌ରେ CBI ତଦନ୍ତ ପାଇଁ ନିର୍ଦ୍ଦେଶ ଦେବାକୁ ନିବେଦନ, ମୁଖ୍ୟମନ୍ତ୍ରୀ, ଗୃହ ସଚିବ, ଡିଜିପି, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ଜିଲ୍ଲାପାଳଙ୍କୁ ପକ୍ଷଭୁକ୍ତ କରିବାକୁ ନିବେଦନ କରାଯାଇଛି