ଅଗଷ୍ଟ ୧୬ରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ: ଏମ୍ସ ସମାବର୍ତ୍ତନ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି,ଉପରାଷ୍ଟ୍ରପତିଙ୍କ ଗସ୍ତ ନେଇ ସଚିବାଳୟରେ ପ୍ରସ୍ତୁତି ବୈଠକ