ଆଜି ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା: ପୁରୀରେ ବିଜେପି ମହିଳା ମୋର୍ଚ୍ଚା ରାଷ୍ଟ୍ରୀୟ କାର୍ଯ୍ୟକାରିଣୀରେ ଯୋଗ ଦେବେ, ୨୫ ତାରିଖ ଯାଏ ଚାଲିବ ବିଜେପି ମହିଳା ମୋର୍ଚ୍ଚା ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ