ବଲାଙ୍ଗିର ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣା: କ୍ରାଇମ୍‌ବ୍ରାଞ୍ଚ ଏସ୍‌ପି ରାଧା ବିନୋଦ ପାଣିଗ୍ରାହୀ କହିଲେ- ବଲାଙ୍ଗିର ପୋଲିସ ପୂରା ଘଟଣାର ତଦନ୍ତ କରୁଛି; କ୍ରାଇମ୍‌ବ୍ରାଞ୍ଚ କେବଳ ସାଇବର ସମ୍ବନ୍ଧୀୟ ସହଯୋଗ କରୁଛି, ଘଟଣାର ଏକାଧିକ ଦିଗକୁ ନେଇ ତଦନ୍ତ ଜାରି ରହିଛି

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।