୨୪ରେ ଛତର ଯାତ୍ରା; ଲାଗୁହେବ ୧୪୪
୨୪ରେ କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା ମାଣିକେଶ୍ୱରୀଙ୍କ ଛତର ଯାତ୍ରା
ଛତର ଯାତ୍ରା ପାଇଁ ପ୍ରଶାସନ ପକ୍ଷରୁ ଗାଇଡ୍ଲାଇନ୍ ଜାରି
୨୩ରୁ ୨୫ ଭବାନୀପାଟଣା ପୌରାଞ୍ଚଳକୁ ଅାସିବା ଉପରେ ଲାଗିଲା ରୋକ
କେବଳ ଜରୁରୀ ସେବା ଛାଡ଼ି ବାହାର ଲୋକଙ୍କ ପାଇଁ ପ୍ରବେଶ ବାରଣ
ଛତର ଯିବାକୁ ଥିବା ଜେନାଖାଲରୁ ମାଣିକେଶ୍ୱରୀ ପୀଠ ପଯର୍ୟନ୍ତ ୧୪୪
ଗୋଟିଏ ସ୍ଥାନରେ ୪ରୁ ଅଧିକ ଲୋକ ଏକାଠି ନ ହେବାକୁ ନିର୍ଦ୍ଦେଶ
୨୨ ରାତି ୧୨ରୁ ୨୫ ତାରିଖ ରାତି ୧୨ ପଯର୍ୟନ୍ତ ପଯର୍ୟନ୍ତ କଟକଣା
ଏନେଇ କଳାହାଣ୍ଡି ଜିଲ୍ଲାପାଳଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଅସନ୍ତୋଷ ଝାଡ଼ିଥିବା ବିଧାୟକଙ୍କୁ ନୂଆ ଆସନରେ ଟିକେଟ ଦେଲା ବିଜେପି
୦୨୦ରେ ମୋହନ ସିଂହ କରୱାଲା ଆସନରୁ ବିଜୟୀ ହୋଇଥିଲେ। ଏଥର କିନ୍ତୁ ବିଜେପି କରୱାଲ ଆସନରେ ଆପ୍ରୁ ଆସିଥିବା ବିବାଦୀୟ ନେତା କପିଲ ମିଶ୍ରାଙ୍କୁ ଟିକେଟ ଦେଇଛି।
Politics
ବଡ଼ ଭୁଲ: କପିଲ ମିଶ୍ରାଙ୍କୁ ଟିକେଟ ମିଳିବା ପରେ ଅସନ୍ତୋଷ ଝାଡ଼ିଲେ ବିଜେପି ବିଧାୟକ
ମୋହନ ସିଂହଙ୍କ ବଦଳରେ ୨୦୨୫ ବିଧାନସଭା ନିର୍ବାଚନରେ କରୱାଲ ନଗର ଆସନରୁ କପିଲ ମିଶ୍ରା ବିଜେପି ଟିକେଟରେ ଲଢ଼ିବେ। ଦଳର ଏପରି ପଦକ୍ଷେପକୁ ବଡ଼ ତ୍ରୁଟି ବୋଲି ମୋହନ ସିଂହ କହିଛନ୍ତି।
Politics
କଂଗ୍ରେସର ବଡ଼ ପ୍ରତିଶ୍ରୁତି: ଶିକ୍ଷିତ ବେକାରଙ୍କୁ ମିଳିବ ୮,୫୦୦ ଟଙ୍କା
ଯଦି କଂଗ୍ରେସ ୧୫ ବର୍ଷର ବନବାସ ପରେ ଦିଲ୍ଲୀରେ କ୍ଷମତାକୁ ଫେରିବ, ତା’ହେଲେ ସମସ୍ତ ଶିକ୍ଷିତ ବେକାରଙ୍କୁ ମିଳିବ ୮,୫୦୦ ଟଙ୍କା।
Politics
ପ୍ରଦୀପ କହିଦେଲେ ନବୀନ ଓ ପାଣ୍ଡିଆନଙ୍କ ଭିତିରି କଥା
କେତେ ପ୍ରତିଶୋଧ ପରାୟଣ ନବୀନ ବାବୁ ? କେମିତି ତାଙ୍କ ପରିବାର ଓ ତାଙ୍କୁ ହଇରାଣ କରିଥିଲେ ?
Politics
ହଂସିତାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।