ରାଷ୍ଟ୍ରପତିଙ୍କୁ ସାକ୍ଷାତ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଲେ-କଟକ ବିଜୁ ମ୍ୟୁଜିୟମ୍‌ ଉଦ୍‌ଘାଟନ ଉତ୍ସବରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଅତିଥିଭାବେ ଯୋଗଦେବା ପାଇଁ ନିମନ୍ତ୍ରଣ କରିବାକୁ ଆସିଛି