ମରୁଡ଼ି ଅଞ୍ଚଳ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ପ୍ୟାକେଜ ଘୋଷଣା: ଜଳସେଚନ ସୁବିଧା ଥିବା ଅଞ୍ଚଳରେ ଫସଲହାନି ପାଇଁ ହେକ୍ଟର ପିଛା ୧୩,୫୦୦ ଟଙ୍କା ମିଳିବ