ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀ ବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ: ଜନସଂଖ୍ୟା ବୃଦ୍ଧି ଦୃଷ୍ଟିରୁ ଆଉ ୩୪.୪୪ ଲକ୍ଷ ହିତାଧିକାରୀଙ୍କୁ ସାମିଲ ଦାବି