ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ପ୍ରାକ୍ ନିର୍ବାଚନୀ ହିଂସା: ରାତିରେ ୨ ଗୋଷ୍ଠୀ ମଧ୍ୟରେ ମାରପିଟ,୨ ଗୁରୁତର; ଉତ୍ତେଜନାକୁ ଦୃଷ୍ଟିରେ ରଖି ୨ ପ୍ଲାଟୁନ୍ ଫୋର୍ସ ମୁତୟନ କରାଯାଇଛି