ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ବିଷ୍ଣୁପଦଙ୍କ ହାତ ଛାଡ଼ିଦେଲେ ସରକାର! ଏବେ ସିବିଆଇ ଆକ୍ସନ ଉପରେ ନଜର
ବିଷ୍ଣୁପଦଙ୍କ ହାତରେ ଥିବା ତିନୋଟି ଗୁରୁତ୍ୱପୂର୍ଣ୍ଣ ବିଭାଗ କାଢ଼ିନେଇଛନ୍ତି ସରକାର। ତାଙ୍କ ବିରୋଧରେ ଆଉ କିଛି କାର୍ଯ୍ୟାନୁଷ୍ଠାନ ନେବେ କି? ଆରମ୍ଭ ହେବ କି ବିଭାଗୀୟ ପ୍ରୋସିଡିଂ?
Politics
ଶ୍ୱଶୁରଙ୍କ ଋଣ ଶୁଝୁଛନ୍ତି, ଦିଲ୍ଲୀରେ ବାଂଟିଲେ ଚିଲିକା ଚିଙ୍ଗୁଡ଼ି
ଆଇପିଏସ୍ ଶ୍ୱଶୁରଙ୍କ କେନ୍ଦ୍ରରେ ନିଯୁକ୍ତି ଖୁସିରେ ଦିଲ୍ଲୀ ଦରବାରରେ କୁଆଡ଼େ ଚିଲିକା ବାଣ୍ଟିଛନ୍ତି ପୂର୍ବତନ ବିଜେଡି ସାଂସଦ। ଦିଲ୍ଲୀରେ କିଛି ବିଜେପି ନେତାଙ୍କ ଘରେ ବି ଏହି ଚିଙ୍ଗୁଡ଼ି ବଂଟାଯାଇଥିବା ଚର୍ଚ୍ଚା ହେଉଛି।
![amit shah amit shah](https://assets.odishareporter.in/uploadimage/library/16_9/16_9_3/amit_shah_1734532776.jpg)
Politics
‘ଆମ୍ବେଦକର ବିବାଦ’ରେ ସ୍ପଷ୍ଟୀକରଣ ରଖିଲେ ଅମିତ ଶାହ, କହିଲେ- ଇସ୍ତଫା ଦେବିନି
ବିରୋଧୀଙ୍କ ସ୍ୱର ଶାଣିତ ହେଉଥିବା ବେଳେ ଆଜି ସାମ୍ବାଦିକ ସମ୍ମିଳନୀ କରି ପୂରା ବିବାଦ ଉପରେ ସ୍ପଷ୍ଟୀକରଣ ରଖିଛନ୍ତି ଅମିତ ଶାହ। ଏହି ସମୟରେ ସେ କଂଗ୍ରେସକୁ ସମାଲୋଚନା କରିବାକୁ ଆଦୌ ପଛାଇ ନାହାନ୍ତି।
![amit Shah amit Shah](https://assets.odishareporter.in/uploadimage/library/16_9/16_9_3/amit_Shah_1734521855.jpg)
Politics
ଅମିତ ଶାହଙ୍କ ବିରୋଧରେ ସ୍ୱାଧିକାର ନୋଟିସ ଦେଲେ ଟିଏମସି ସାଂସଦ
ଅମିତ ଶାହଙ୍କ ବୟାନ ଡ ବିଆର ଆମ୍ବେଦକର ଛାଡ଼ି ଯାଇଥିବା ଛାପକୁ ଅପମାନିତ କରିଛି। ଏପରି ବୟାନ ଗୃହର ମର୍ଯ୍ୟାଦାକୁ ମଧ୍ୟ କ୍ଷତି ପହଞ୍ଚାଇଛି। ଅମିତ ଶାହଙ୍କ ବୟାନ ସଂସଦର ଗାରିମାକୁ ଉଲ୍ଲଙ୍ଘନ କରିଥିବାରୁ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ଦାବି କରିଛନ୍ତି।
![PM Modi PM Modi](https://assets.odishareporter.in/uploadimage/library/16_9/16_9_3/PM_Modi_1734516244.jpg)
Politics
ଆମ୍ବେଦକରଙ୍କ ବିରୋଧରେ କଂଗ୍ରେସ ପାପର ତାଲିକା ଦେଲେ ମୋଦି
ଗତକାଲି ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ରାଜ୍ୟସଭାରେ ଆମ୍ବେଦକରଙ୍କ ସମ୍ପର୍କରେ ଦେଇଥିବା ବୟାନକୁ ଆଧାର କରି କଂଗ୍ରେସ ତାଙ୍କ ଇସ୍ତଫା ଦାବିରେ ବିକ୍ଷୋଭ କରିଚାଲିଛି। ଏହାରି ଭିତରେ ଆଜି ପ୍ରଧାନମନ୍ତ୍ରୀ ମୋଦି କଂଗ୍ରେସକୁ ଆମ୍ବେଦକର ପ୍ରସଙ୍ଗରେ ଧୋଇଛନ୍ତି।