କଟକ ଏସ୍‌ସିବିରୁ ଡିସ୍‌ଚାର୍ଜ ହେଲେ ବିଧାୟକ ପ୍ରଭାତ ବିଶ୍ୱାଳ: ଗିରଫ ପରେ ସ୍ୱାସ୍ଥ୍ୟଗତ କାରଣରୁ ଏସ୍‌ସିବିରେ ଭର୍ତ୍ତି ହୋଇଥିଲେ, ଅଧିକ ଚିକିତ୍ସା ପାଇଁ ଆଜି ଦିଲ୍ଲୀ ଯିବେ