ଲଗାଣ ବର୍ଷା ପାଇଁ କଟକରେ ସବୁ ସ୍କୁଲ ଓ କଲେଜ ଛୁଟି: ବର୍ଷା କମୁ ନଥିବାରୁ ଆଜି ଦିନକ ପାଇଁ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା କଲା ଜିଲ୍ଲା ପ୍ରଶାସନ, CMC ପକ୍ଷରୁ ଜଳ ନିଷ୍କାସନ ପାଇଁ ବିଭିନ୍ନ ସ୍ଥାନରେ ୧୯୦ଟି ପମ୍ପ୍ ଲଗାଯାଇଛି