ସାଲେପୁର: ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଯୋଗୁ କଲେଜର ଉନ୍ନୟନମୂଳକ କାମ ଠପ୍ ଅଭିଯୋଗରେ ନିଶ୍ଚିନ୍ତକୋଇଲି ସୁଭଦ୍ରା ମହତାବ କଲେଜ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ, କଲେଜ ମୁଖ୍ୟ ଫାଟକରେ ତାଲା ପକାଇ ଛାତ୍ରଛାତ୍ରୀଙ୍କ ଧାରଣା