ଦିଲ୍ଲୀରେ କେନ୍ଦ୍ର ମନ୍ତ୍ରୀ ରାମ ବିଳାସ ପାଶ୍ୱାନଙ୍କୁ ଭେଟି ଖାଦ୍ୟ ସୁରକ୍ଷା ଯୋଜନାରେ ରାଜ୍ୟ ପାଇଁ ଅଧିକ ଚାଉଳ ଦାବି କଲେ ମନ୍ତ୍ରୀ ସୂର୍ଯ୍ୟ ନାରାୟଣ ପାତ୍ର