କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲା ଯୁବ ବିଜେଡି ସଭାପତି ଯଶୋବନ୍ତ ପରିଡ଼ାଙ୍କୁ ଗୁଳିମାଡ଼; ମୁଣ୍ଡରେ ବାଜିଛି ଗୁଳି, ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର