ଆଜିଠୁ ମାଟ୍ରିକ୍‌ ପରୀକ୍ଷା: ଏବର୍ଷ ୬ ଲକ୍ଷ ୮ ହଜାର ୩୧ ଜଣ ଛାତ୍ରଛାତ୍ରୀ ମାଟ୍ରିକ୍ ପରୀକ୍ଷା ଦେବେ; ୨ ହଜାର ୮୧୮ କେନ୍ଦ୍ରରେ ହେବ ପରୀକ୍ଷା, ସକାଳ ୯ଟାରୁ ଆରମ୍ଭ ହେବ ପରୀକ୍ଷା, ଆଜି ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା