ପ୍ରାଇସ, ପ୍ରେଷ୍ଟିଜ, ପେନସନ୍ ଦାବିରେ ଚାଷୀଙ୍କ ଆନ୍ଦୋଳନ ପ୍ରସଙ୍ଗ: ବିଧାନସଭା ଘେରାଉ ଆଶଙ୍କାରେ ତେଲକୋଇରେ ୧୩ ଜଣ ଚାଷୀଙ୍କୁ ଅଟକ ରଖିଲା ପୋଲିସ,ଆଜି ଚାଷୀମାନେ ବିଧାନସଭା ଘେରାଉ କରିବା ପାଇଁ ନିଷ୍ପତ୍ତି ନେଇଥିଲେ

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।