ପଟ୍ଟାମୁଣ୍ଡାଇ ପ୍ରାଥମିକ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଅଗ୍ନିକାଣ୍ଡ, ହସ୍ପିଟାଲ ପରିସର ନିରାମୟ ଯୋଜନା କେନ୍ଦ୍ରରେ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ଔଷଧ ଓ କମ୍ପ୍ୟୁଟର ପୋଡ଼ି ପାଉଁଶ, ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ