ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ SRC ବିଷ୍ଣୁପଦ ସେଠୀଙ୍କ ସୂଚନା: ବର୍ତ୍ତମାନ ପରିସ୍ଥିତି ସାମାନ୍ୟ ଅଛି, ଭୟଭୀତ ହେବାର ନାହିଁ; ମୁଣ୍ଡଳିରେ ୬ ଲକ୍ଷ କ୍ୟୁସେକ୍ ଜଳ ପ୍ରବାହିତ ହେଉଛି,ଆଜି ମଧ୍ୟରାତି ସୁଦ୍ଧା ସାଢ଼େ ୮ ଲକ୍ଷ କ୍ୟୁସେକ୍ ଜଳ ପ୍ରବାହିତ ହେବ, ସମସ୍ତ ଜିଲ୍ଲା ପ୍ରଶାସନକୁ ସତର୍କ ରହିବାକୁ କୁହାଯାଇଛି

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।