ବିଶ୍ୱକପ ହକି ଆୟୋଜନ ନେଇ ଦିଲ୍ଲୀରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ: ଭାରତୀୟ ହକି ଦଳର ପ୍ରାୟୋଜକ ହେବ ଓଡ଼ିଶା, ଆସନ୍ତା ୫ ବର୍ଷ ପାଇଁ ଉଭୟ ପୁରୁଷ ଏବଂ ମହିଳା ହକି ଦଳର ପ୍ରାୟୋଜକ ହେବା ନେଇ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା