କେନ୍ଦୁଝର: ହରିଚନ୍ଦନପୁର ବ୍ଲକ୍ ଜୁଙ୍ଗା ପଞ୍ଚାୟତ କାଳିମାଟି ଗାଁରେ ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୫ ଅସୁସ୍ଥ; ସମସ୍ତ ଅସୁସ୍ଥ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି