କୋରାପୁଟ: ରାଜ୍ୟ ଯୋଜନା ବୋର୍ଡ ସଦସ୍ୟ କମଳା ପୂଜାରୀ ଅସୁସ୍ଥ; ଅଣ୍ଟା ଓ ଛାତିରେ ଯନ୍ତ୍ରଣା ଅନୁଭବ କରୁଛନ୍ତି,ତାଙ୍କୁ କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲରେ ଭର୍ତ୍ତି କରାଯାଇଛି

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।