କୁନ୍ଦୁଲି ଗଲା କ୍ରାଇମବ୍ରାଞ୍ଚର ଏକ ସ୍ୱତନ୍ତ୍ର ଟିମ୍‌; ଜଣେ ଡିଏସ୍‌ପିଙ୍କ ନେତୃତ୍ୱରେ ଗଠନ ହୋଇଛି ଟିମ୍‌,ସୂଚନା ଦେଲେ କ୍ରାଇମବ୍ରାଞ୍ଚ ଏସ୍‌ପି ପ୍ରଶାନ୍ତ ଜେନା