ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଗଜପତି, ରାୟଗଡ଼ା ଓ କୋରାପୁଟରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା, ରାତି ୯ଟା ଯାଏ ସତର୍କ ରହିବାକୁ ସୂଚନା ଦେଲା ଆଞ୍ଚଳିକ ପାଣିପାଗ ବିଭାଗ