ମାଲକାନଗିରି ଜିଲ୍ଲାର ବିକାଶ ପାଇଁ ୧୦୦ କୋଟିର ସ୍ୱତନ୍ତ୍ର ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ: ବିଛିନ୍ନାଞ୍ଚଳକୁ ସ୍ୱାଭିମାନ ଅଞ୍ଚଳ ଭାବେ ନାମିତ କଲେ ମୁଖ୍ୟମନ୍ତ୍ରୀ