ଚିତ୍ରକୋଣ୍ଡା: ବାଲିମେଳା ଜଳଭଣ୍ଡାରରେ ଜଳସ୍ତର ବଢ଼ୁଛି, ସକାଳ ୧୦ଟାରେ ଜଳଭଣ୍ଡାରର ୨ଟି ଗେଟ୍ ଖୋଲିବ, ସିଲେରୁ ନଦୀକୁ ନ ଯିବାକୁ ଓ ଆଖପାଖରେ ନ ବୁଲିବାକୁ ଜନ ସାଧାରଣଙ୍କୁ ସତର୍କ ସୂଚନା ଦିଆଯାଇଛି

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।