ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
![anurag anurag](https://assets.odishareporter.in/uploadimage/library/16_9/16_9_3/anurag_1736589355.jpg)
Politics
୨୦୨୬ କୋଟି କ୍ଷତି ସହିଛି ଦିଲ୍ଲୀ: ବିଜେପି ଟାର୍ଗେଟରେ ଆପ୍
ଲିକ୍ ହୋଇଥିବା ସିଏଜି ରିପୋର୍ଟକୁ ଆଧାର କରି ବିଜେପି କହିଛି ଯେ ଦିଲ୍ଲୀର କ୍ଷମତାସୀନ ଆପ୍ ଅବକାରୀ ନୀତି ଲାଗୁ କରିଛି। ଏଥିଯୋଗୁ ରାଜ୍ୟବାସୀ ୨୦୨୬ କୋଟି ଟଙ୍କାର କ୍ଷତି ସହିଛନ୍ତି।
![Sahadev Nayak Sahadev Nayak](https://assets.odishareporter.in/uploadimage/library/16_9/16_9_3/IMAGE_1736524396.jpg)
Politics
ସହଦେବ ହତ୍ୟାକାଣ୍ଡ: ବିଜେଡି-ବିଜେପି ତୁତୁମେଁମେଁ, ସନ୍ଦେହ ଘେରରେ ମେୟରଙ୍କ ଭୂମିକା, ଫସିଯିବେ କି ଅନନ୍ତ
ସହଦେବଙ୍କ ପରିବାରକୁ ନ୍ୟାୟ ଦାବିରେ ସଫେଇ କର୍ମଚାରୀମାନେ ଦୁଇଦିନ ଧରି କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଆଜି ପ୍ରତ୍ୟାହାର ପରେ ଭୁବନେଶ୍ୱର ମେୟର ବିଜେଡି ନେତ୍ରୀ ସୁଲୋଚନା ଦାସଙ୍କ ଭୂମିକା ମଧ୍ୟ ସନ୍ଦେହଘେରକୁ ଆସିଛି ।
Politics
ବିଶାଲ ଦାସଙ୍କ ସମେତ ୧୪ ଜଣଙ୍କ ନାଁରେ ମାମଲା
ଆଇଜି କହିଥିଲେ, ନିଖୋଜ ମାମଲାର ଚାଲିଛି ଖୋଳତାଡ଼। ଏହାର କିଛି ଘଣ୍ଟା ପରେ ଅର୍ଥାତ ବିଳମ୍ବିତ ରାତିରେ କେତେକ ସରପଞ୍ଚ, ସମିତି ସଭ୍ୟ ଛତିଶଗଡ଼ ମହାସମୁନ୍ଦ ଜିଲ୍ଲା ସରାଇପାଲିର ହୋଟେଲରେ ଥିବା ବେଳେ ନିଜେ ସମର୍ଥକଙ୍କ ସହ ପହଞ୍ଚିଥିଲେ ବିଶାଲ ଦାସ।
![Sharad Pawar Sharad Pawar](https://assets.odishareporter.in/uploadimage/library/16_9/16_9_3/IMAGE_1736495288.jpg)
Politics
ଶରଦ ପାୱାରଙ୍କ ମୁହଁରେ ଆରଏସଏସର ପ୍ରଶଂସା
ଆରଏସଏସ ପ୍ରତି ଏହାର ସଦସ୍ୟଙ୍କ ରହିଥିବା ଉତ୍ସର୍ଗୀକୃତ ମନୋଭାବକୁ ସେ ସମସ୍ତଙ୍କ ପାଇଁ ଉଦାହରଣ ବୋଲି କହିଛନ୍ତି।
Politics
ଝାରସୁଗୁଡ଼ାରେ ତେଜୁଛି ରାଜନୀତି; କିରିମିରାରେ ହୋଇ ପାରିଲାନି ଅନାସ୍ଥା ଭୋଟିଂ
ଝାରସୁଗୁଡ଼ା ଜିଲ୍ଲାରେ ଆରମ୍ଭ ହୋଇଥିବା ପଲଟିକାଲ ହାଇଡ୍ରାମା ଅଧିକ ରୋଚକ ମୋଡ଼ ନେଇଛି। ବହୁ ଚେଷ୍ଟା ପରେ ବି କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଆଜି ଅନାସ୍ଥା ଭୋଟ ହୋଇ ପାରିନି।