ଦିଲ୍ଲୀରୁ ଫେରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ: କହିଲେ- ବିଜୁ ମ୍ୟୁଜିୟମ୍‌ ଉଦ୍‌ଘାଟନ ଉତ୍ସବକୁ ରାଷ୍ଟ୍ରପତିଙ୍କୁ ନିମନ୍ତ୍ରଣ କରିବା ପାଇଁ ଯାଇଥିଲି