ଉତ୍ତରପୂର୍ବ ବଙ୍ଗୋପସାଗରରେ ଲଘୁଚାପ ଯୋଗୁଁ ଉପକୂଳ ଓ ଉତ୍ତର ଓଡ଼ିଶାର ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା: ରାଜ୍ୟର ଅନ୍ୟ ସମସ୍ତ ଜିଲ୍ଲାରେ ବି ବର୍ଷା ଲାଗି ରହିବ, ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକଙ୍କ ସୂଚନା