ପାଇକ ବିଦ୍ରୋହକୁ ପ୍ରଥମ ସ୍ୱାଧୀନତା ସଂଗ୍ରାମ ମାନ୍ୟତା ଦାବି କରି କେନ୍ଦ୍ରଗୃହମନ୍ତ୍ରୀ ରାଜନାଥ ସିଂହଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ