ପୁରୀ: କିଛି ସମୟ ପରେ ଶ୍ରୀଜିଉଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ; ରାଷ୍ଟ୍ରପତିଙ୍କ ଦର୍ଶନ ପାଇଁ ସାଧାରଣ ଦର୍ଶନ ଉପରେ କଟକଣା, ସକାଳ ୬ଟାରୁ ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।