ହାଇକୋର୍ଟରେ ଶ୍ରୀମନ୍ଦିର ଜଗମୋହନ ମରାମତି ମାମଲା: ହାଇକୋର୍ଟରେ ବ୍ୟକ୍ତିଗତ ହାଜର ହେଲେ ଶ୍ରୀମନ୍ଦିର ନୀତି ପ୍ରଶାସକ ପ୍ରଦୀପ ଦାସ, ଏପ୍ରିଲ ୧୬ ସୁଦ୍ଧା ଜଗମୋହନ ଖୋଲିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ