ପୁରୀ: ଆଜି ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା; ସକାଳ ୯ଟା ୩୦ରେ ପହଣ୍ଡି, ଅପରାହ୍ନ ୪ଟାରେ ରଥଟଣା, ମହାପ୍ରଭୁଙ୍କୁ ଦର୍ଶନ ପାଇଁ ପୁରୀରେ ଶ୍ରଦ୍ଧାଳୁଙ୍କ ଭିଡ଼