ପୁରୀ: ବର୍ଷାରେ ମାର୍କଣ୍ଡେୟ ପୁଷ୍କରିଣୀ ପାଚେରି ଭୁଶୁଡ଼ିଲା, ପାଚେରିର ଲମ୍ବ ପ୍ରାୟ ୫୦ ଫୁଟ୍, ପାଚେରିକୁ ଲାଗିଥିବା ବିଦ୍ୟୁତ ଖୁଣ୍ଟ ମଧ୍ୟ ଭାଙ୍ଗି ଯାଇଛି

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।