ପୁରୀ: ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଆରମ୍ଭ; ସୁପ୍ରିମକୋର୍ଟଙ୍କ ଆମିକସକ୍ୟୁରୀ ଗୋପାଳ ସୁବ୍ରମଣ୍ୟମ ଉପସ୍ଥିତ, ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏସ୍‌ପି ଓ ନିଯୋଗ ସଦସ୍ୟ ମଧ୍ୟ ଉପସ୍ଥିତ