ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ: ଉପକୂଳ ଓଡ଼ିଶାରେ ୪୫ରୁ ୫୫ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା