ଆଜି ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କଲା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର: ଅପରାହ୍ନ ୪ଟା ୩୦ ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ;ଘଡ଼ଘଡ଼ି ବର୍ଷା ସହ ୫୦ରୁ ୬୦ କି.ମି. ବେଗରେ ବହିବ ପବନ