ବର୍ଷା, ଝଡ଼ ତୋଫାନ ନେଇ ଆଜି ଅପରାହ୍ନ ୫ଟା ୪୫ ଯାଏ ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର,ପୁରୀ, କଟକ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲ୍ଲାକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ