ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଅବପାତ ରୂପ ନେଲା ୱେଲମାର୍କ ଲୋ ପ୍ରେସର: ପ୍ରଭାବରେ ରାଜ୍ୟରେ ୪୮ ଘଣ୍ଟା ଧରି ବର୍ଷା ଲାଗି ରହିବ, ଉପକୂଳରେ ପ୍ରବଳରୁ ଅତିପ୍ରବଳ ବର୍ଷିବ,ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବାକୁ ସତର୍କ ସୂଚନା

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।