ଝଡ଼ତୋଫାନ, ବର୍ଷା ଓ ବଜ୍ରପାତ ନେଇ ଦିନ ୧ ଟା ୩୦ ମିନିଟ୍ ପର୍ଯ୍ୟନ୍ତ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ; ବୌଦ୍ଧ, ସୁବର୍ଣ୍ଣପୁର, ସମ୍ବଲପୁର, ଢେଙ୍କାନାଳ, ଅନୁଗୋଳ,ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ କଟକ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ